- କଠୋର ଜନସଂଖ୍ୟା ନିୟନ୍ତ୍ରଣ ଆଇନ୍ ପ୍ରଣୟନ ହିଁ ସର୍ତ୍ତକୁ ଅଖଣ୍ଡ ଓ ବିକଶିତ ରାଷ୍ଟ୍ରର ପରିଣତ କରିବ -- ଶ୍ରୀ ଅନିଲ ଚୌ...
- ଦେଶବ୍ୟାପୀ କୋଭିଡ-୧୯ ଟୀକାକରଣ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
- ଟୀକାକରଣ ପରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ମାନଙ୍କ ସହ କଥାବାର୍ତା ହେଲେ ମୁଖ୍ୟମନ୍ତ୍ରୀ
- ପାଇଖାନା ନିର୍ମାଣରେ ଦୁର୍ନୀତି ଅଭିଯୋଗ : ଝରିଗାଁ ବିଡ଼ିଓ ଓ କନିଷ୍ଠ ଯନ୍ତ୍ରୀ ନିଲମ୍ବିତ
- ପଥର ବୋଝେଇ ଟ୍ରକ୍ ଓଲଟିଲା : ଜଣେ ମୃତ, ୧ ଗୁରୁତର

ସେଂଟ୍ରିଂ ଖୋଲୁଥିବା ବେଳେ ଭୁଶୁଡ଼ିଲା ଛାତ; ଶ୍ରମିକ ମୃତ
13-07-2020
ବଲାଙ୍ଗିର, ୧୩ ଜୁଲାଇ - ସେଂଟ୍ରିଂ ଖୋଲୁଥିବା ବେଳେ ଘରର ଛାତ ଭୁଶୁଡ଼ି ପଡିବାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ବଲାଙ୍ଗିର ଜିଲ୍ଲା ତୁଳସୀନଗରପଡ଼ାରେ ଘଟିଯାଇଛି ଏଭଳି ଏକ ଅଘଟଣ । ମୁଣ୍ଡରେ ଗଭୀର ଆଘାତ ଲାଗିବା କାରଣରୁ ଘଟଣାସ୍ଥଳରେ ସମ୍ପୃକ୍ତ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ମିଳିପାରିନାହିଁ ।...

ଜୁଲାଇ ମାସ ଶେଷ ପର୍ଯ୍ୟନ୍ତ ପ୍ରତି ଶନିବାର ଓ ରବିବାର ବଲାଙ୍ଗିର ଜିଲ୍ଲା ସଟ୍ ଡାଉନ୍
03-07-2020
ବଲାଙ୍ଗିର, 3 ଜୁଲାଇ : କରୋନା ମୁକାବିଲା ପାଇଁ ବଲାଙ୍ଗିର ଜିଲ୍ଲାପାଳ ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି । ତଦନୁଯାୟୀ, ପ୍ରତି ଶନିବାର ଓ ରବିବାର ବଲାଙ୍ଗିର ଜିଲ୍ଲା ସଟ୍ ଡାଉନ୍ ରହିବ । ଜୁଲାଇ ମାସ ଶେଷ ପର୍ଯ୍ୟନ୍ତ ଜିଲ୍ଲାରେ ହୋଟେଲ, ଫାଷ୍ଟଫୁଡ୍ ଦୋକାନ ବନ୍ଦ ରହିବ । ଚା ପାନ ଦୋକାନ, ରାସ୍ତାକଡ଼ ଜଳଖିଆ ଓ ଲସି ଦୋକାନ ବନ୍ଦ ରହିବ । ଏହି କଟକଣା ଆସନ୍ତା କ...

ଲାଂଚ ନେବା ବେଳେ ପାଟଣାଗଡ କେନ୍ଦୁ ପତ୍ର ଡିଏଫଓ ଗିରଫ
10-06-2020
ଫଡିଘର ମରାମତି ପାଇଁ କାମରେ ପିସି ନେଉଥିବା ବେଳେ ପାଟଣାଗଡ କେନ୍ଦୁ ପତ୍ର ଡିଏଫଓ ପ୍ରବୀଣ ମହାନ୍ତିଙ୍କୁ ଭିଜିଲାନ୍ସ ଅଧିକାରୀ ମାନେ ଗିରଫ କରିଛନ୍ତି । ଫଡିଘର ମରାମତି ପାଇଁ ସେ ୧ ଲକ୍ଷ ୬୬ ହଜାର ଟଙ୍କା ପିସି ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀ ମାନେ ତାଙ୍କୁ ଧରିଛନ୍ତି । Q...
ଦେଶୀ ମଦ ପିଇ ଜଣେ ମୃତ : ବିଷାକ୍ତ ମଦ ପିଇ ପ୍ରାଣ ହରାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ
09-06-2020
ବଲାଙ୍ଗିର, ୮ ଜୁନ୍ : ଦେଶୀ ମଦ ପିଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼ ଗାଁରେ ଏଭଳି ଅଭିଯୋଗ ସାମ୍ନାକୁ ଆସିଛି । ବିଷାକ୍ତ ମଦ ପିଇ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଛାନଭିନ୍ ଆରମ୍ଭ କରିଛି ।...