BIG NEWS
କରୋନା ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସକାଳ ୭ରୁ ୯ ଟ୍ରାଫିକ୍‌ ଜାମ

FMODIA.IN 25-03-2020
Traffic jams Mater

ଭଦ୍ରକ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନ ଯାଏ ଦେଶକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ଲକ୍ଡାଉନ୍ର ପ୍ରଭାବ ଭଦ୍ରକ ଜିଲାରେ ପଡ଼ିଛି। ଦିନ ତମାମ ରାସ୍ତାଘାଟ ଶୂନଶାନ ରହୁଥିବା ବେଳେ ସକାଳ ସମୟରେ ଲୋକଙ୍କ ଗହଳି ଦେଖିବାକୁ ମିଳୁଛି। ବୁଧବାର ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ପରିବା ମାର୍କେଟ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନଗୁଡ଼ିକରେ ଲୋକଙ୍କ ଗହଳି ହୋଇଥିଲା। ତେବେ ଦିନସାରା ପୋଲିସ ପକ୍ଷରୁ ନାକାବନ୍ଦୀ କରି ରଖାଯାଉଥିବା ବେଳେ ଜିଲାବାସୀ ଏହି ଲକ୍ଡାଉନ୍କୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି।

ସମ୍ବନ୍ଧିତ ଖବର

ଆପଣଙ୍କ ଅଞ୍ଚଳର ଖବର ପଠାନ୍ତୁ

ଫଟୋ ଓ ଭିଡିଓ ଥିଲେ ହ୍ବାଟସ ଅପ ନମ୍ବର9337933340ରେ ପଠାନ୍ତୁ ଆମର ମେଲ ଆଇଡି:news@fmodia.in