BIG NEWS
କରୋନା ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦୁଇଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାମୂଲ୍ୟର ମଦ ଜବତ

FMODIA.IN 25-03-2020
Wine Mater

ଭଦ୍ରକ : ଭଦ୍ରକ ସହରର ଏକ ବନ୍ଦ ଘର ଭିତରୁ ବୁଧବାର ଦୁଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ମଦ ଜବତ କରାଯାଇଛି। ଖବର ପାଇ ଟାଉନ ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ନରିପୁର ଅଞ୍ଚଳରେ ଚଢ଼ାଉ କରି ଏହି ମଦ ଜବତ କରିଛି। ମଦ ରଖିଥିବା ବ୍ୟକ୍ତି ଫେରାର ହୋଇଯାଇଛନ୍ତି। ତେବେ ଲକ୍ଡାଉନ୍ ସମୟରେ ବିକ୍ରି ପାଇଁ ଏହି ମଦ ରଖାଯାଇଥିବା ଖବର ପାଇ ପୋଲିସ ଚଢ଼ାଉ କରିଥିବା ସୂଚନା ମିଳିଛି।

ସମ୍ବନ୍ଧିତ ଖବର

ଆପଣଙ୍କ ଅଞ୍ଚଳର ଖବର ପଠାନ୍ତୁ

ଫଟୋ ଓ ଭିଡିଓ ଥିଲେ ହ୍ବାଟସ ଅପ ନମ୍ବର9337933340ରେ ପଠାନ୍ତୁ ଆମର ମେଲ ଆଇଡି:news@fmodia.in