BIG NEWS
କରୋନା ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

୧୪ ଏପ୍ରିଲ, ୨୦୨୦ ରାତି ୧୨ଟା ପର୍ଯ୍ୟନ୍ତ ସମସ୍ତ ଯାତ୍ରୀବାହୀ ଟ୍ରେନ ସେବା ବାତିଲ

FMODIA.IN 25-03-2020
All passenger train services have been canceled until midnight on April 14, 2020

ଜରୁରୀ ସାମଗ୍ରୀ ଯୋଗାଣ ପାଇଁ ଚଳାଚଳ କରିବ ମାଲବାହୀ ଟ୍ରେନ

ନୂଆଦିଲ୍ଲୀ ୨୫ ମାର୍ଚ୍ଚ - କୋଭିଡ-୧୯ ମହାମାରୀ ବ୍ୟାପୀବାକୁ ଆଖି ଆଗରେ ରଖି ଭାରତୀୟ ରେଳପଥ ପକ୍ଷରୁ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ୧୪ ଏପି୍ରଲ, ୨୦୨୦ ରାତି ୧୨ଟା ପର୍ଯ୍ୟନ୍ତ ବାତିଲ କରାଯାଇଛି । ଏ ସମୟ ମଧ୍ୟରେ ସମସ୍ତ ମେଲ୍, ଏକ୍ସପ୍ରେସ ଟ୍ରେନ୍, ପି୍ରମିୟମ ଟ୍ରେନ୍, ପାସେଞ୍ଜର ଟ୍ରେନ୍ ସମେତ କୋଲକାତା ମେଟ୍ରୋ ରେଳପଥର ଟ୍ରେନ୍ ଓ ଉପନଗର ଅଂଚଳରେ ଚଳାଚଳ କରୁଥିବା ଟ୍ରେନ୍ ସେବା ମଧ୍ୟ ବନ୍ଦ ରହିବ । ତେବେ ଜରୁରୀ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରିବା ଲାଗି ମାଲବାହୀ ଟ୍ରେନ ଚଳାଚଳ ପୂର୍ବପରି ଜାରି ରହିବ ।

ସମ୍ବନ୍ଧିତ ଖବର

ଆପଣଙ୍କ ଅଞ୍ଚଳର ଖବର ପଠାନ୍ତୁ

ଫଟୋ ଓ ଭିଡିଓ ଥିଲେ ହ୍ବାଟସ ଅପ ନମ୍ବର9337933340ରେ ପଠାନ୍ତୁ ଆମର ମେଲ ଆଇଡି:news@fmodia.in