କଟକରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୩୮୦ ଜଣଙ୍କ ଠାରୁ ଜୋରିମାନା ଆଦାୟ

FMODIA.IN 31-07-2020

ଭୁବନେଶ୍ୱର, ୩୧ ଜୁଲାଇ - କଟକରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୩୮୦ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ସେହିପରି ଏହି ସମୟ ମଧ୍ୟରେ ସାମାଜିକ ଦୂରତ୍ୱ ନିୟମ ଅମାନ୍ୟ କରିଥିବାରୁ ୧୨୪୨ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା