ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୨୩୬ ଜଣଙ୍କ ଠାରୁ ଜୋରିମାନା ଆଦାୟ

FMODIA.IN 24-06-2020

ଭୁବନେଶ୍ୱର, ୨୪ ଜୁନ । ବ୍ରହ୍ମପୁରରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୨୩୬ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ବ୍ରହ୍ମପୁର ଏସପି ରା ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା

ଏହି ସମୟ ମଧ୍ୟରେ ୮୫ଟି ବାହନରୁ ଜୋରିମାନା ଆଦାୟ କରା ଯାଇଥିବା ସୂଚନା ଦିଆ ଯାଇଛି ।