BIG NEWS
ବିଦ୍ୟାଳୟ କର୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀ ମୃତ୍ୟୁ ଘଟଣାରେ ଜାତୀୟ ମାନବାଧୀକାର କମିଶନ ପଠାଇଲେ ନୋଟିସ
ଦିଲ୍ଲୀ ସିଏଏ ସମର୍ଥକ ଓ ବିରୋଧୀଙ୍କ ହିଂସାକାଣ୍ଡରେ ମୃତ୍ୟୁ ସଂଙ୍ଖ୍ୟା ୧୩କୁ ଛୁଇଁଲା ,ଦେଖିବା ମାତ୍ରେ ଗୁଳି ପାଇଁ ନିର୍ଦ୍ଦେଶ
ଭାରତ-ଆମେରିକା ସମ୍ପର୍କ ଏକବିଂଶ ଶତାବ୍ଦୀର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଭାଗିଦାରିତା : ପ୍ରଧାନମନ୍ତ୍ରୀ
Breaking News

ରାଉରକେଲାରେ ସ୍ଥାପିତ ହେବ ଟୁଲ ରୁମ ଟ୍ରେନିଂ ସେଂଟର - କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ

FMODIA.IN 12-02-2020
Tool room training centre to be set up at Rourkela

ଭୁବନେଶ୍ୱର, ୧୨ ଫେବୃଆରୀ ରାଉରକେଲା ଠାରେ ୨୦୦ କୋଟି ଟଙ୍କା ବ୍ୟୟରେ ଏକ ଟୁଲ ରୁମ ଟ୍ରେନିଂ ସେଂଟର ପ୍ରତିଷ୍ଠା କରାଯିବ । ରାଜ୍ୟ ସରକାର ଏହି ପ୍ରକଳ୍ପ ପାଇଁ ଜମି ପ୍ରଦାନ କରିବେ ଓ ଏ ବାବଦରେ ଖର୍ଚ ହେବାକୁ ଥିବା ୨୦୦ କୋଟି ଟଙ୍କା କେନ୍ଦ୍ର ସରକାର ପ୍ରଦାନ କରିବେ । କେନ୍ଦ୍ର ଏମଏସଏମଇ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ ବ୍ରହ୍ମପୁର, କେନ୍ଦୁଝର, କଳାହାଣ୍ଡି ଓ ବାଲେଶ୍ୱରରେ ସଂପ୍ରସାରଣ କେନ୍ଦ୍ର ମାନ ପ୍ରତିଷ୍ଠା କରାଯିବ । ଏଥିରେ ୨୦-୨୦ କୋଟି ଟଙ୍କା ଲେଖାଏ ବ୍ୟୟ କରା ଯିବ ।

ସମ୍ବନ୍ଧିତ ଖବର

ମୁଖ୍ୟ ଖବର

ଆପଣଙ୍କ ଅଞ୍ଚଳର ଖବର ପଠାନ୍ତୁ

ଫଟୋ ଓ ଭିଡିଓ ଥିଲେ ହ୍ବାଟସ ଅପ ନମ୍ବର9337933340ରେ ପଠାନ୍ତୁ ଆମର ମେଲ ଆଇଡି:news@fmodia.in