କଟକରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୧୫୧ ଜଣଙ୍କ ଠାରୁ ଆଦାୟ ହେଲା ଜୋରିମାନା

FMODIA.IN 22-05-2020

ଭୁବନେଶ୍ୱର, ୨୨ ମଇ : ଟକରେ ଗତ ୨୪ ଘଂଟା ମଧ୍ୟରେ ୧୫୧ ଜଣଙ୍କ ଠାରୁ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପିଙ୍କ ଦ୍ୱାରା ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।