BIG NEWS
ପରିବାରର ୪ ସଦସ୍ୟଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ରାଜ୍ୟରେ ବଢିବ ତାପମାତ୍ରା
Breaking News

୧୨ ଘଂଟିଆ ଢେଙ୍କାନାଳ ବନ୍ଦ ପାଳନ

FMODIA.IN 14-02-2020

ଢେଙ୍କାନାଳ/ଭୁବନେଶ୍ୱର, ୧୪ ଫେବୃୟାରୀ - ଢେଙ୍କାନାଳରେ ଥିବା ବାଜି ଚୌକସ୍ଥିତ ପୁରୁଣା ହସ୍ପିଟାଲ ବିଲ୍ଡିଂକୁ ସିଟି ହସ୍ପିଟାଲ ମାନ୍ୟତା ଦାବିରେ ଶୁକ୍ରବାର ୧୨ ଘଂଟିଆ ଢେଙ୍କାନାଳ ବନ୍ଦ ପାଳନ କରାଯାଇଛି । ନାଗରିକ କ୍ରିୟାନୁଷ୍ଠାନ କମିଟି ତରଫରୁ ଏହି ବନ୍ଦ ଡାକରା ଦିଆଯାଇଛି ।

ଏହି ବନ୍ଦ ଡାକରାରେ ବିଭିନ୍ନ ରାଜନୈତିକ ଦଳ, ବୁଦ୍ଧିଜୀବୀଙ୍କ ସହ ବଣିକ ସଂଘ, ଓକିଲ ସଂଘ ଓ ସାମ୍ବାଦିକ ସଂଘ ସାମିଲ ହୋଇଛନ୍ତି । ଏହା ପ୍ରଭାବରେ ସହରରେ ଦୋକାନ ବଜାର ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ଗାଡ଼ିମୋଟର ବନ୍ଦ ରହିଛି । ଏହାଯୋଗୁଁ ରାସ୍ତାର ଉଭୟ ପାଶ୍ୱର୍ରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଛି । ଫଳରେ ଯାତ୍ରୀ ମାନେ ବହୁ ସମସ୍ୟାର ସମ୍ମୁଖୀନ ହୋଇଥିବା ଦେଖିବାକୁ ମିଳିଛି ।

ସମ୍ବନ୍ଧିତ ଖବର

ମୁଖ୍ୟ ଖବର

ଆପଣଙ୍କ ଅଞ୍ଚଳର ଖବର ପଠାନ୍ତୁ

ଫଟୋ ଓ ଭିଡିଓ ଥିଲେ ହ୍ବାଟସ ଅପ ନମ୍ବର9337933340ରେ ପଠାନ୍ତୁ ଆମର ମେଲ ଆଇଡି:news@fmodia.in