BIG NEWS
ଆଜି ଅବପାତରେ ପରିଣତ ହେବ ଲଘୁଚାପ , ୨୪ ଯାଏଁ ଓଡିଶାରେ ବର୍ଷା

ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୯,୭୦,୧୭୩ ନମୂନାର ପରୀକ୍ଷଣ

FMODIA.IN 18-10-2020
In the last 24 hours, 7,60,143 samples of cobide were tested in the country.

ନୂଆଦିଲ୍ଲୀ, ୧୮ ଅକ୍ଟୋବର - ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୯,୭୦,୧୭୩ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୯,୪୨,୨୪,୧୯୦ ନମୂନାର ପରୀକ୍ଷଣ କରା ଯାଇଥିବା ଆଇଏମସିଆର ପକ୍ଷରୁ ସୂଚନା ଦିଆ ଯାଇଛି ।