BIG NEWS
କରୋନା ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Breaking News

କରୋନା ନିୟନ୍ତ୍ରଣ ପାଇଁ ସବୁ ଜିଲ୍ଲା ରେଡ୍‌କ୍ରସ୍ ପାଣ୍ଠିକୁ ଦିଆଗଲା ୪୪.୫୦ କୋଟି ଟଙ୍କା

FMODIA.IN 26-03-2020

ଭୁବନେଶ୍ୱର, 26 ମାର୍ଚ୍ଚ : ରାଜ୍ୟରେ କୋଭିଡ୍-୧୯କୁ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ସ୍ୱରୂପ ରାଜ୍ୟ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩୦ ଜିଲ୍ଲା ପାଇଁ ୪୪.୫୦ କୋଟି ଟଙ୍କା ପ୍ରତ୍ୟେକ ଜିଲ୍ଲା ରେଡ୍କ୍ରସ୍ ପାଣ୍ଠିକୁ ପ୍ରଦାନ କରାଯାଇଛି ।

ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାକୁ ୩ କୋଟି ଟଙ୍କା ଲେଖାଏଁ, ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, କେଉଁଝର, ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ ସମ୍ବଲପୁର ଜିଲ୍ଲାକୁ ୨ କୋଟି ଟଙ୍କା ଲେଖାଏଁ, ଅନୁଗୋଳ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ପ୍ରତ୍ୟେକ ୧ କୋଟି ଟଙ୍କା ଏବଂ ଦେବଗଡ଼ ଜିଲ୍ଲାକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ।

ସମ୍ବନ୍ଧିତ ଖବର

ମୁଖ୍ୟ ଖବର

ଆପଣଙ୍କ ଅଞ୍ଚଳର ଖବର ପଠାନ୍ତୁ

ଫଟୋ ଓ ଭିଡିଓ ଥିଲେ ହ୍ବାଟସ ଅପ ନମ୍ବର9337933340ରେ ପଠାନ୍ତୁ ଆମର ମେଲ ଆଇଡି:news@fmodia.in