BIG NEWS
ପରିବାରର ୪ ସଦସ୍ୟଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ରାଜ୍ୟରେ ବଢିବ ତାପମାତ୍ରା
Breaking News

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ୫% ବୃଦ୍ଧି

FMODIA.IN 14-02-2020
5% DA hiked for state government employees in Odisha

ଭୁବନେଶ୍ୱର, ୧୪ ଫେବୃୟାରୀ - ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ୫% ବୃଦ୍ଧି କରାଯାଇଛି । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ୨୦୨୦ ଜାନୁଆରୀ ୧ରୁ ପିଛିଲା ଭାବେ ଏହାକୁ ଲାଗୁ କରିବାକୁ ନିଷ୍ପତି ନିଆଯାଇଛି ।

ପୂର୍ବରୁ ସପ୍ତମ ବେତନ କମିଶନ ଆଧାରରେ ବକେୟା ୧୦% ବେତନ ପ୍ରଦାନ ନେଇ ଘୋଷଣା କରିଥିଲେ ସରକାର । ଏହାପରେ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସି ଦେଖାଦେଇଛି ।

........

ସମ୍ବନ୍ଧିତ ଖବର

ମୁଖ୍ୟ ଖବର

ଆପଣଙ୍କ ଅଞ୍ଚଳର ଖବର ପଠାନ୍ତୁ

ଫଟୋ ଓ ଭିଡିଓ ଥିଲେ ହ୍ବାଟସ ଅପ ନମ୍ବର9337933340ରେ ପଠାନ୍ତୁ ଆମର ମେଲ ଆଇଡି:news@fmodia.in