BIG NEWS
କରୋନା ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କ ଅପିଲକୁ ସହଯୋଗ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

FMODIA.IN 25-03-2020
The Chief Minister requested the Prime Minister to cooperate with the appeal

ଭୁୁବନେଶ୍ୱର, ୨୫ ମାର୍ଚ - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନ ପାଇଁ ଦେଶକୁ ଲକ ଡାଉନ ଘୋଷଣା କରିବା ସହ ସମସ୍ତଙ୍କୁ ନିଜ ଘରେ ରହିବାକୁ କରିଥିବା ଅପିଲକୁ ପାଳନ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପ୍ରଧାନମନ୍ତ୍ରୀଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ସମ୍ବୋଧନର ଭିଡିଓକୁ ଶେୟାର କରି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ କରୋନା ବିଶ୍ୱ ସାରା ମାଡି ଚାଲିଛି । ତେଣୁ ଏପରି ସଂକଟର ପରିସ୍ଥିତିରେ ଆମେ ଗୋଟିଏ ଦେଶ ଭାବେ ଏକ ହେବା ତଥା ପ୍ରଧାନମନ୍ତ୍ରୀଙ୍କ ଅପିଲକୁ ସହଯୋଗ କରିବା ଆବଶ୍ୟକ ।

ସମ୍ବନ୍ଧିତ ଖବର

ଆପଣଙ୍କ ଅଞ୍ଚଳର ଖବର ପଠାନ୍ତୁ

ଫଟୋ ଓ ଭିଡିଓ ଥିଲେ ହ୍ବାଟସ ଅପ ନମ୍ବର9337933340ରେ ପଠାନ୍ତୁ ଆମର ମେଲ ଆଇଡି:news@fmodia.in