ସବୁ କ୍ରୀଡା ଛାତ୍ରାବାସ ବନ୍ଦ ହେଲା

FMODIA.IN 23-03-2020
All sports hostels in odisha are closed due to corona

ଭୁବନେଶ୍ୱର , ୨୩ ମାର୍ଚ୍ଚ - କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କ୍ରୀଡ଼ା ଓ ଯୁବସେବା ବିଭାଗ ଅଧୀନରେ ଥିବା ସମସ୍ତ କ୍ରୀଡ଼ା ଛାତ୍ରାବାସ ଆଜି ଠାରୁ ମଇ ୫ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଛି । ଅନ୍ତେବାସୀଙ୍କ ଖାଦ୍ୟ ଓ ଅନ୍ୟାନ୍ୟ ଭତା ସେମାନଙ୍କ ବ୍ୟାଙ୍କ ଆକାଉଂଟରେ ଜମା କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ସୁରକ୍ଷିତ ଭାବେ ଗୃହକୁ ପ୍ରତ୍ୟାବର୍ତନ କରିବା ପାଇଁ ସେମାନଙ୍କୁ ଖର୍ଚ୍ଚ ପ୍ରଦାନ କରାଯାଉଛି ।